ଧାରଣାରେ ବସିଲେ କଳାହାଣ୍ଡି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ

କେସିଙ୍ଗା/ଭବାନୀପାଟଣା, (ବର୍ଦ୍ଧମାନ ଜୈନ): ପରୀକ୍ଷା ଘୁଞ୍ଚାଇବା ଦାବିରେ ଧାରଣା ଦେଇଛନ୍ତି କଳାହାଣ୍ଡି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ। ସୋମବାର ଦିନ ଛାତ୍ରଛାତ୍ରୀମାନେ ବିଶ୍ୱବିଦ୍ୟାଳୟର ଫାଟକ ସାମ୍ନାରେ ଧରଣା ଦେଇଥିଲେ। ପ୍ରାପ୍ତ ସୂଚନା ଆଧାରରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟର ତୃତୀୟ ସେମିଷ୍ଟାର ପରୀକ୍ଷା ଘୁଞ୍ଚାଇବା ପାଇଁ ଦାବିକରି ଶତାଧିକ ଛାତ୍ରଛାତ୍ରୀ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିରୋଧ ପ୍ରଦର୍ଶନ କରିଥିଲେ। ଅନ୍ୟପକ୍ଷରେ କୋଭିଡ କଟକଣା ଯୋଗୁଁ କିଭଳି ଭାବେ କମ ସମୟ ମଧ୍ୟରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ ସେଥିନିମନ୍ତେ ବୁଦ୍ଧିଜୀବୀ ଓ ଅବିଭାବକ ମହଲରୁ ଉଦବେଗ ପ୍ରକାଶ ପାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.