ଲାଞ୍ଜିଗଡ଼: ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ସ୍ଥିତ ମା’ ହୀରାନିଳା ଡିଗ୍ରୀ ମହାବିଦ୍ୟାଳୟ ଠାରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇ ଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାହୁଙ୍କ ତତ୍ତ୍ୱାବଧାନରେ କୋଭିଡ କଟକଣା ମଧ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ମାନେ ଉପସ୍ଥିତ ରହି ମହାବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ।
ଲାଞ୍ଜିଗଡ଼ରୁ ଦୁଃଖିଶ୍ୟାମ ନାଗ (ନିଲେଶ)ଙ୍କ ରିପୋର୍ଟ OdiaBarta.in