ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

କଳାହାଣ୍ଡି, (ଦୁର୍ଗା କୀର୍ତ୍ତି): ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ରାଜ୍ୟର ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଆସୁଅଛି। ଏହି କ୍ରମରେ ବିଜୁ ଛାତ୍ର ଜନତା ଦଳ କଳାହାଣ୍ଡି ତରଫରୁ କେସିଂଗା ବ୍ଳକ କଶୃପଡା ପଞ୍ଚାୟତର ବିନେକେଲା ଠାରେ ବୃକ୍ଷ ରୋପଣ ଅଭିଯାନ ଆରମ୍ଭ କରାଯାଇଛି।

Omkar Vasthu
Omkar Vasthu


ଏହି କାର୍ଯ୍ୟକ୍ରମକୁ ବିଜୁ ଛାତ୍ର ଜନତା ଦଳର ରାଜ୍ୟ କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର, ଜିଲ୍ଲା ଛାତ୍ର ବିଜେଡି ସଭାପତି ଅଜିତ ସାହୁ, ଛାତ୍ର ନେତା ପ୍ରିତମ ପାଢ଼ୀ, ସୁଭେନ୍ଦୁ ସାହୁ, ଲୋକେଶ ସାହୁ, ଜଙ୍ଗଲ ବିଭାଗ କର୍ମଚାରୀ ଓ ବିନେକେଲା ଗ୍ରାମବାସୀ ଅଂଶଗ୍ରହଣ କରି ଚାରାରୋପଣ କରିଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.