ଅଙ୍ଗନବାଡ଼ି କର୍ମୀଙ୍କୁ ଦିଆଗଲା ସ୍ବାସ୍ଥ୍ୟ ସଚେତନତା ସମ୍ପର୍କୀୟ ତାଲିମ

ଲାଞ୍ଜିଗଡ଼: କଳାହାଣ୍ଡି ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଦାପ୍ତା ପକ୍ଷରୁ ଲାଞ୍ଜିଗଡ଼ ବ୍ଲକ୍ ଲାଞ୍ଜିଗଡ଼ରୋଡ଼ ସେକ୍ଟର ଅଞ୍ଚଳର ଅଙ୍ଗନବାଡ଼ି କର୍ମୀ ମାନଙ୍କୁ ସ୍ବାସ୍ଥ୍ୟ ସଚେତନତା ସମ୍ପର୍କ ତାଲିମ୍ ପ୍ରଦାନ କାର୍ଯ୍ୟାକ୍ରମ ଅନୁଷ୍ଠିତ ହୋଇଯାଇଛି। ଦାପ୍ତା ସଂସ୍ଥାର ମୁଖ୍ୟ ରାଜକିଶୋର ସର୍ମାଙ୍କ ନେତୃତ୍ୱରେ ଅନୁଷ୍ଠିତ ତାଲିମ୍ କାର୍ଯ୍ୟକ୍ରମରେ ଲାଞ୍ଜିଗଡ଼ ସିଡିପିଓ ମୀନା କୁମାରୀ ପାତ୍ର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। ଏହି ଅବସରରେ ଅଙ୍ଗନବାଡ଼ି କର୍ମୀମାନଙ୍କୁ ସ୍ବାସ୍ଥ୍ୟ ସଚେତନତା ସମ୍ପର୍କରେ ତାଲିମ ପ୍ରଦାନ କରାଯିବା ସହିତ ସେମାନଙ୍କୁ କରୋନା ଯୋଦ୍ଧା ଭାବେ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକର ସହାୟାକାମାନେ ମଧ୍ୟ ଉପସ୍ଥିତ ରହିଥିଲେ।

Omkar Vasthu
Omkar Vasthu

ଲାଞ୍ଜିଗଡରୁ ଦୁଃଖିଶ୍ୟାମ ନାଗ (ନିଲେଶ)ଙ୍କ ରିପୋର୍ଟ OdiaBarta.in

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.