ଆଜି ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର: ଲଘୁଚାପ କାରଣରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା କାରଣରୁ ପର୍ଯ୍ୟଟକଙ୍କ ପାଇଁ ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ବନ୍ଦ କରିଦିଆଯାଇଛି। ପର୍ଯ୍ୟଟକ ଓ ଜୀବଜନ୍ତୁଙ୍କୁ ସୁରକ୍ଷା ପାଇଁ ଆଜି ଏହାକୁ ବନ୍ଦ କରିବା ନେଇ ନିଷ୍ପତ୍ତି ନିଆଯାଇଛି। ନନ୍ଦନକାନନର ୪ଟି ସଫାରୀ ସମେତ ବୋଟିଂ ବନ୍ଦ ରହିଛି। ସେହିପରି ଲଗାଣ ବର୍ଷା କାରଣରୁ କୌଣସି ଜୀବଜନ୍ତୁଙ୍କର କୌଣସି ପ୍ରକାର ହାନି ହୋଇନାହିଁ। ଏହାସହିତ ସମସ୍ତ ଜୀବଜନ୍ତୁ ସୁରକ୍ଷିତ ରହିଛନ୍ତି। ଏନେଇ ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। 

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.