କର୍ଲାମୁଣ୍ଡା ବ୍ଲକ: ଚତୁର୍ଥ ଦିନରେ ୧୧୧ ଜଣଙ୍କ ନାମାଙ୍କନ ପତ୍ର ଦାଖଲ

କଳାହାଣ୍ଡି, (ନରୋତ୍ତମ ସେଲମା): ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନ ନିମନ୍ତେ ନାମାଙ୍କନ ପତ୍ର ଦାଖଲର ଆଜି ଚତୁର୍ଥ ଦିବସରେ କର୍ଲାମୁଣ୍ଡା ବ୍ଲକରେ ସର୍ବମୋଟ ୧୧୧ ଜଣ ପ୍ରାର୍ଥି ନାମାଙ୍କନ ପତ୍ର ଦାଖଲ କରିଥିବା ଜଣାଯାଇଛି । ୱାର୍ଡମେମ୍ବର ପଦବୀ ପାଇଁ ଆଜି ୭୧ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ସମିତିସଭ୍ୟ ପାଇଁ ଆଜି ୧୯ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଆଜି ସରପଞ୍ଚ ପାଇଁ ୨୧ ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଆଜିକୁ ମିଶାଇ ସରପଞ୍ଚ ପାଇଁ ୩୪ଜଣ, ୱାର୍ଡମେମ୍ବର ପାଇଁ ୧୬୦ ଜଣ ଓ ସମିତି ସଭ୍ୟ ପାଇଁ ୩୮ ଜଣ ନାମାଙ୍କନ ପତ୍ର ଦାଖଲ କରିଥିବା ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.