ଡୁମେରପାଣି ଗ୍ରାମ ପଞ୍ଚାୟତର ସରପଞ୍ଚ ପଦବୀ ନିମନ୍ତେ ପ୍ରାର୍ଥୀପତ୍ର ଦାଖଲ କଲେ ଟେକରାମ ସାହୁ

ନୂଆପଡା: ନୂଆପଡା ସଦର ବ୍ଲକ ଡୁମେରପାଣି ଗ୍ରାମ ପଂଚାୟତର ସରପଞ୍ଚ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଯୁବ ନେତା ଟେକରାମ ସାହୁ । ନିର୍ବାଚନୀ ଆୟୋଗର ଧାର୍ଯ୍ୟ କୋଭିଡ ନିୟମ ଅନୁସାରେ ଶ୍ରୀ ସାହୁ ନିଜର ସମର୍ଥକଙ୍କ ସହିତ ଡ଼ୁମେରପାଣି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ଠାରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଶ୍ରୀ ସାହୁ ଜଣେ ଯୁବ ନେତୃତ୍ବ ତଥା ସମାଜସେବୀ ଭାବରେ ଅଞ୍ଚଳରେ ଜଣାଶୁଣା । ତେଣୁ ସେ ଯୁବପିଢି ତଥା ସାଧାରଣ ଜନତାଙ୍କ ଆସ୍ଥା ଭାଜନ ହେବେ ବୋଲି ଆଶା କରାଯାଉଛି । ତେବେ ଡ଼ୁମେରପାଣି ଗ୍ରାମ ପଂଚାୟତର ସମସ୍ତ ଜନ ସାଧାରଣଙ୍କ ଆଶୀର୍ବାଦ କାମନା କରି ସଦେବ ଲୋକଙ୍କ ସହିତ ଯୋଡି ହୋଇ ଗ୍ରାମ ପଂଚାୟତକୁ ବିକାଶ ପଥରେ ଆଗେଇ ନେବେ ବୋଲି ଶ୍ରୀ ସାହୁ ମତ ପ୍ରକାଶ କରିଛନ୍ତି ।

Omkar Vasthu
Omkar Vasthu

ନୂଆପଡ଼ା ଜିଲ୍ଲା ପ୍ରତିନିଧି ମହେନ୍ଦ୍ର ବାଗ (ରାହୁଲ)ଙ୍କ OdiaBarta.in

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.