କୋରାପୁଟ: କୋରାପୁଟ ଜିଲ୍ଲାର ପ୍ରତିଷ୍ଠିତ ଅନୁଷ୍ଠାନ ଘଡେଇ ଆବାସିକ ଅନୁଷ୍ଠାନ ଏବଂ ଭାସ୍କର ଆର୍ଟ୍ସ ଏକାଡେମୀର ମିଳିତ ଆନୁକୂଲ୍ୟରେ ସାଧାରଣତନ୍ତ୍ର ଦିବସ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଅବସରପ୍ରାପ୍ତ ଉଦ୍ୟାନ ବିଭାଗୀୟ ଅଧିକାରୀ ବି.ଭି.ଆର୍ ପଟ୍ଟନାୟକ, ଅଧ୍ୟକ୍ଷ ୟୁ. କୋଟେଶ୍ୱର ରାଓ, ଇଂରାଜୀ ଅଧ୍ୟାପକ ହରିହର ପଟ୍ଟନାୟକ, ଓଡ଼ିଆ ଅଧ୍ୟାପକ ତ୍ରିନାଥ ପଟ୍ଟନାୟକ ଏବଂ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି ସାଧାରଣତନ୍ତ୍ର ଦିବସ ଉପରେ ନିଜ ନିଜ ବକ୍ତବ୍ୟ ରଖିଥିଲେ ।