ଅରୁଣାଚଳ ପ୍ରଦେଶବାସୀଙ୍କୁ ସେମାନଙ୍କର ରାଜ୍ୟ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅରୁଣାଚଳ ପ୍ରଦେଶର ଲୋକମାନଙ୍କୁ ସେମାନଙ୍କର ରାଜ୍ୟ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି । ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ଅରୁଣାଚଳ ପ୍ରଦେଶର ଲୋକମାନଙ୍କୁ ସେମାନଙ୍କର ରାଜ୍ୟ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା । ରାଜ୍ୟର ଲୋକମାନେ ସେମାନଙ୍କର ଅଦ୍ଭୁତ ପ୍ରତିଭା ଏବଂ ପରିଶ୍ରମ ସ୍ୱଭାବ ପାଇଁ ଜଣାଶୁଣା । ଆସନ୍ତା ଦିନରେ ରାଜ୍ୟ ବିକାଶର ନୂତନ ଶିଖରକୁ ଛୁଇଁବ ।”

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.