ଏଏସଆଇଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଓଡ଼ିଶା ମୋଟର ଭେଇକିଲ ଡିପାର୍ଟମେଣ୍ଟର ଏଏସଆଇ ହରେକୃଷ୍ଣ ନାୟକଙ୍କ ବାସଭବନରେ ଆଜି (ଶୁକ୍ରବାର) ଭିଜିଲାନ୍ସ ଚଢାଉ କରିଥିବା ଖବର ହସ୍ତଗତ ହୋଇଛି । କଟକ, ପୁରୀ, ଝାରସୁଗୁଡା ଓ ଗଞ୍ଜାମ ଜିଲ୍ଲାର ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଏହି ରେଡ୍‌ରେ ୩ ଜଣ ଡିଏସପି, ୧୦ ଇନ୍ସପେକ୍ଟର ଓ ଅନ୍ୟ ଅଫିସର ସାମିଲ ହୋଇଥିବା ଜଣାପଡିଛି । ଭିଜିଲାନ୍ସର ଏହି ଚଢ଼ାଉରେ ୪ ଲକ୍ଷ ୪୬ ହଜାର ଟଙ୍କା ଜବତ ହୋଇଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.