ଶିଖ୍ ନୂଆ ବର୍ଷ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ଶିଖ୍ ନବ ବର୍ଷ ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ଶିଖ୍ ନୂତନ ବର୍ଷ ଆରମ୍ଭରେ ଶୁଭେଚ୍ଛା । ୱହେଗୁରୁ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧତା ପାଇଁ ଆଶୀର୍ବାଦ କରନ୍ତୁ । ଗୁରୁ ସାହେବଙ୍କ ଶିକ୍ଷା ଜଗତକୁ ତାଙ୍କର ଆଲୋକ ପ୍ରଦାନ କରୁ ।”

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.