ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ, ପୋଲିସର ତଦନ୍ତ ଜାରି

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): ମୋଟେର ଜୟପାଟଣା ରାସ୍ତାର ମୋଟେର ଛକ ନିକଟରେ ମଙ୍ଗଳବାର ସନ୍ଧ୍ୟାରେ କୌଣସି ଏକ ଅଜଣା ଗାଡି ଧକ୍କା ଦେବାଫଳରେ ବାଇକରେ ଥିବା ଜଣେ ବ୍ୟକ୍ତିଙ୍କ ଘଟଣାସ୍ଥଳରେ ଶୋଚନୀୟ ମୃତ୍ୟୁ ହୋଇଛି। ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇବା ପରେ କୋକସରା ଥାନା ଓ ମୋଟେର ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି। ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣକ ଗଞ୍ଜିଆଗୁଡା ଗ୍ରାମର ନିଳାମ୍ବର ପୁଝାରି ବୋଲି ସୂଚନା ମିଲିଛି। ପୋଲିସର ତଦନ୍ତ ଜାରି ରହିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.