ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଲରିକେତା ଘାଟିରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଟ୍ରାକ୍ଟର । ତେବେ ସୌଭାଗ୍ୟ ବଶତଃ ଡ୍ରାଇଭର ଜଣଙ୍କ ବର୍ତ୍ତି ଯାଇଛନ୍ତି । ସୂଚନା ଯୋଗ୍ୟ ଯେ, ଦ୍ରୁତ ଗତିରେ ଟ୍ରାକ୍ଟର ଚାଳକ ଗାଡି ଚଳାଉଥିବାରୁ ଭାରସାମ୍ୟ ହରାଇ ଘାଟିର ରାସ୍ତା କଡ଼କୁ ଖସିଯାଇଥିଲା । ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟର ନମ୍ବର ହେଉଛି ଓଡି-୧୨ ସି-୨୮୬୨ । ଖବର ପାଇ ଦାରିଙ୍ଗବାଡି ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଅବ୍ୟାହତ ରଖିଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.