ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୁବର୍ଣ୍ଣପୁର ବିଜେଡିର ବିକ୍ଷୋଭ

ଓଡିଆ ବାର୍ତ୍ତା/ ସୋନପୁର (ସର୍ଜନ କୁମାର ପାଣ୍ଡେ): କେନ୍ଦ୍ର ସରକାରଙ୍କ ଦ୍ୱାରା ରାଜ୍ୟର କୃଷକମାନଙ୍କୁ କୃଷି ବୀମା ପ୍ରଦାନ ଅବହେଳା ବିରୁଦ୍ଧରେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ସମ୍ମୁଖରେ ବିଜୁ ଜନତା ଦଳ ତରଫରୁ ଆୟୋଜିତ ଗଣ ଧାରଣା, ବିକ୍ଷୋଭ ପ୍ରଦର୍ଶନ ଓ ରାଷ୍ଟ୍ରପତିଙ୍କ ଉଦେଶ୍ୟ ରେ ଦାବିପତ୍ର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ପୂର୍ବତନ ମତ୍ନୀ ତଥା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ବିଜୁ ଜନତା ଦଳର ବଲାଙ୍ଗିର ଜିଲ୍ଲା ସଭାପତି ସରୋଜ କମ୍ପ, ଜିଲ୍ଳା କୃଷକ ସେଲ ସଭାପତି କରମଚାନ୍ଦ ମହାନ୍ତି, ଜିଲ୍ଳା ପରିଷଦ ଅଧ୍ୟକ୍ଷା ସୁପାର ଠେଲା, ପୌରାଧ୍ୟକ୍ଷା ତାମସ୍ମିତା ନାଏକ, ଯୁବ ସଭାପତି ଅଶୋକ ନନ୍ଦ, ଛାତ୍ର ସଭାପତି ଶାଶ୍ୱତ ମିଶ୍ର, ଜିଲ୍ଳା ଉପସଭାପତି ରମେଶ ପୂଝାରୀ, ବରିଷ୍ଠ ନେତା ଅଭିମନ୍ୟୁ କୁଶଳ, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହ୍ଲାଦ ନାୟକଙ୍କ ସମେତ ବିଜୁ ଜନତା ଦଳର କର୍ମକର୍ତ୍ତା ଓ ଚାଷୀମାନେ ଏଥିରେ ସାମିଲ ହୋଇଥିଲେ ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.