ଜାତୀୟ ଏକତା ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ଠାରେ ଥିବା ଇ/୬୪ ସିଆରପିଏଫ ବାଟାଲିଅନ ତରଫରୁ ଜାତୀୟ ଏକତା ଦିବସ ପାଳିତ ହେଇଯାଇଛି । ଏହି କ୍ୟାମ୍ପର କମାଣ୍ଟାଣ୍ଟ ପଙ୍କଜ ଚୌଧୁରୀଙ୍କ ମାର୍ଗ ଦର୍ଶନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସୁବାସ କୁମାରଙ୍କ ଦ୍ୱାରା ରନ୍ ଫର୍ ୟୁନିଟି (ଏକତା ପାଇଁ ଦୌଡ଼) କାର୍ଯ୍ୟକ୍ରମରେ ସର୍ଦ୍ଦାର ପଟେଲଙ୍କ ବିଷୟରେ ବକ୍ତବ୍ୟ ପ୍ରଦାନ କରିବା ସହିତ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.