ଅର୍ଥ ମନ୍ତ୍ରୀ ଓ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ଶ୍ରୀରାମ କଲେଜ ପରିଦର୍ଶନ

ଓଡ଼ିଆ ବାର୍ତ୍ତା/ ସୋନପୁର (ସର୍ଜନ କୁମାର ପାଣ୍ଡେ): ରାମପୁର ସ୍ଥିତ ଶ୍ରୀରାମ ମହାବିଦ୍ୟାଳୟକୁ ମାନ୍ୟବର ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଏବଂ ବର୍ତମାନର ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ ସୌଜନ୍ୟ ମୂଳକ ପରିଦର୍ଶନରେ ଆସିଥିଲେ । ଏଥିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଆବୋଲି ସୁନୀଲ ନରୱାଣେ, ପିଡି ଡିଆରଡିଏ ନିହାର ରଞ୍ଜନ କଁଅର, ଡୁଙ୍ଗୁରିପାଲି ବିଡ଼ିଓ ତ୍ରିପୁରା ମହାନନ୍ଦ, ରାମପୁର ତହସିଲଦାର ପୁରୁଷୋତ୍ତମ ମିର୍ଦ୍ଧା, ରାମପୁର ଜିଲ୍ଲାପରିଷଦ ସଭ୍ୟ ଗଣେଶ ଭୋଇ ପ୍ରମୁଖ ସାମିଲ ହୋଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ତରଣୀସେନ ବେହେରା, ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଛାତ୍ର, ଛାତ୍ରୀ ଏବଂ କର୍ମଚାରି ଉପସ୍ଥିତ ଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.