ନେହେରୁ ଯୁବ କେନ୍ଦ୍ର ପକ୍ଷରୁ କୁ୍ୱମୀ ଏକତା ଦିବସ ପାଳନ

ଓଡିଆ ବାର୍ତ୍ତା/ କଳାହାଣ୍ଡି (ନବୀନ କିଶୋର ସାହୁ): ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଲେଖାପାଳ ଦୁତୀୟ ବନଛୋର ଓ ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ କୁମାର ମେହେରଙ୍କ ତତ୍ବାବଧାନରେ କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ସାପଲହରା ପଞ୍ଚାୟତ ବାଞ୍ଜିପଦାର ଗ୍ରାମରେ ଖୋଲାଝରକା ଯୁବ ଅନୁଷ୍ଠାନ ପକ୍ଷରୁ କୁ୍ୱମୀ ଏକତା ଦିବସ ପାଳନ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ଭାରତୀୟ ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜନ୍ମଦିନ ପାଳନ କରାଯାଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ସାମାଜିକ କର୍ମୀ ନବୀନ କିଶୋର ସାହୁ, ପୂର୍ବତନ ଜାତୀୟ ଯୁବ ସ୍ୱେଚ୍ଛାସେବୀ କ୍ଷୀରୋଦ୍ର ସାହୁ ଓ ସାମ୍ବାଦିକ ଗୋପବନ୍ଦୁ ସାହୁ, ଜାତୀୟ ଯୁବ ସ୍ଵେଛାସେବୀ ସନତ କୁମାର ସାହୁ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଖୋଳାଝରକା ଯୁବ ଅନୁଷ୍ଠାନ ବାଞ୍ଜିପଦରର ସଭାପତି ମିଟୁ ସାହୁ, ସମ୍ପାଦକ ବିବେକାନନ୍ଦ ସାହୁ, ଅଶୋକ ସାହୁ ଓ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ। 

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.