ଧର୍ମଗଡରେ ଓବିସି ଏସଟି ଏସସି ମିଳିତ ମଞ୍ଚର ଡ. ଆମ୍ବେଦକର ଜୟନ୍ତୀ

ଧର୍ମଗଡ,୧୪/୪ : ଭାରତର ସମ୍ବିଧାନ ପ୍ରଣେତା ଭାରତରତ୍ନ ଡ. ଭୀମରାଓ ଅମ୍ବେଦକରଙ୍କ ୧୨୮ତମ ଜୟନ୍ତୀ ଧର୍ମଗଡ ଠାରେ ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ଓବିସି ଏସଟି ଏସସି ମିଳିତ ମଞ୍ଚ ଦ୍ବାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶତାଧିକ ଯୁବକ ଓ ମହିଳା ଯୋଗଦେଇଥିଲେ । ଡ. ଅମ୍ବେଦକରଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଭକ୍ତିପୂତ ଶ୍ରଦ୍ଧାଂଜଳି ଜ୍ଞାପନ କରାଯାଇଥିଲା ।

Omkar Vasthu
Omkar Vasthu
ଧର୍ମଗଡ ପ୍ରତିନିଧି ଲବଣୀ ରାଉତଙ୍କ ରିପୋର୍ଟ odiabarta.in

ହ୍ଵାଟ୍ସଆପରେ ଲେଟେଷ୍ଟ ନ୍ୟୁଜ୍ ଅପଡେଟ୍ ପାଇବା ପାଇଁ ତଳେ କ୍ଲିକ୍ କରନ୍ତୁ👇

Pearl dental clinic
Near Ashish Medical Store, Bhawanipatna

http://bit.ly/odiabartagroup2

Udyog Nursery
Udyogi Nursery

 

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published. Required fields are marked *

error: You are not allowed to copy this content. Thank you.