ସୁବର୍ଣ୍ଣପୁର ଜିଲ୍ଲା ବିଜେପିର କାର୍ଯ୍ୟକର୍ତ୍ତା ବୈଠକ

ଓଡିଆ ବାର୍ତ୍ତା/ ସୋନପୁର (ସର୍ଜନ କୁମାର ପାଣ୍ଡେ): ଆଜି ଭାରତୀୟ ଜନତା ପାର୍ଟି ସୁବର୍ଣ୍ଣପୁର ଜିଲ୍ଲାର କାର୍ଯ୍ୟକର୍ତ୍ତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଭାପତି ପ୍ରମୋଦ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟଠାରେ ଆୟୋଜିତ ଉକ୍ତ ବୈଠକରେ ମୁଖ୍ଯ ଅତିଥି ଭାବରେ ଝାରଖଣ୍ଡ ମହିଳା ମୋର୍ଚ୍ଚା  ସାଧାରଣ ସମ୍ପାଦିକା ତଥା ବଲାଙ୍ଗୀର ଜିଲ୍ଲାର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ମହାନନ୍ଦ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏହି ବୈଠକରେ ଆଗାମୀ ଦିନର ସାଂଗଠନିକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସୋନପୁର ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥି ଆଶୋକ ପୁଝାରୀ, ପୂର୍ବତନ ଜିଲ୍ଲା ସଭାପତି ବିଜୟ ମହାକୁଡ଼, ଯୁବ ନେତା ସାନନ୍ଦ ମେହେର, ଆନନ୍ଦ ବାରିକ, ଶରତ ଶତପଥୀ, ଜଗତଜ୍ୟୋତି ତ୍ରିପାଠୀ, ରାଜେନ୍ଦ୍ର ବିଶି, ହେମନ୍ତ ବିଶ୍ବାଳ, ସଞ୍ଜୟ ଗୁପ୍ତା ଓ ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.