ଆଗୁଆ ଖରାଛୁଟି, ଗୁରୁବାରରୁ ବନ୍ଦ ହେବ ସବୁ ସ୍କୁଲ୍

ଭୁବନେଶ୍ୱର,୧୬/୪: ଆସନ୍ତା ଗୁରୁବାର ୧୮ ତାରିଖରୁ ଆରମ୍ଭ ହୋଇଯିବ ଖରାଛୁଟି। ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କରିଛନ୍ତି ଏସଆରସି ବିଷ୍ଣୁପଦ ସେଠୀ। ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦°ରୁ ଅଧିକ ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ରାଜ୍ୟ ସରକାରଙ୍କ ଛୁଟି ତାଲିକା ଅନୁସାରେ ମେ’ ୬ ତାରିଖରୁ ଖରାଛୁଟି ହେବାର ଥିଲା। ତେବେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଭଳି ସ୍ଥିତରେ ପିଲାମାନେ ସ୍କୁଲରୁ ଘରକୁ ଫେରିବାରେ ନାନା ଅସୁବିଧାରେ ସମ୍ମୁଖୀନ ହେଉଥିଲେ। ତେଣୁ ସରକାର ଆଗୁଆ ସ୍କୁଲ ଛୁଟି ଘୋଷଣା କରିଛନ୍ତି।

Udyog Nursery
Udyogi Nursery

ହ୍ଵାଟ୍ସଆପରେ ଲେଟେଷ୍ଟ ନ୍ୟୁଜ୍ ଓ ଭ୍ୟୁଜ୍ ଅପଡେଟ୍ ପାଇବା ପାଇଁ ତଳେ କ୍ଲିକ୍ କରନ୍ତୁ👇

http://bit.ly/odiabartagroup2

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published. Required fields are marked *

error: You are not allowed to copy this content. Thank you.