କଣ୍ଟାବଣିଆ ଟାଟା ଷ୍ଟିଲରେ ଗ୍ୟାସ ଲିକ; ୧୯ ଗୁରୁତର

ଓଡ଼ିଆ ବାର୍ତ୍ତା/ ଢେଙ୍କାନାଳ: ଢେଙ୍କାନାଳ କଣ୍ଟାବଣିଆ ମେରାମଣ୍ଡଳୀ ସ୍ଥିତ ଟାଟା ଷ୍ଟିଲରେ ଅଘଟଣ । ବ୍ଲାଷ୍ଟ ଫର୍ଣ୍ଣେସରୁ ଗ୍ୟାସ ଲିକ ଡିପାର୍ଟମେଣ୍ଟ ମୁଖ୍ୟ ମେକାନିକାଲ ଅଧିକାରୀଙ୍କ ସମେତ ୧୯ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଆହତଙ୍କ ସଂଖ୍ୟା ବଢିପାରେ ବୋଲି ମଧ୍ୟ କୁହାଯାଉଛି । କିଛି ଗୁରୁତରଙ୍କୁ କଟକ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅନଲାଇନ ସ୍କିନଲାଇନିଂ କାମ ଚାଲିଥିଲା ବେଳେ ଅତ୍ୟଧିକ ଚାପରେ ପ୍ରୋଜେକ୍ଟଟି ବ୍ଲାଷ୍ଟିଂ ହୋଇଥିବା ଜଣା ପଡିଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.