ବାଇକ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ, ଓଲଟିଲା ଯାତ୍ରୀବାହୀ ବସ୍,୧୫ରୁ ଊର୍ଦ୍ଧ୍ୱ ଆହତ

ବାରିପଦା : ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଫଳରେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି । ଚନ୍ଦନେଶ୍ବରରୁ ବାରିପଦା ଆସୁଥିବା ଗୀତାଞ୍ଜଳୀ ନାମକ ଏକ ଘରୋଇ ଯାତ୍ରୀବାହୀ ବସ ପୂର୍ବାହ୍ନ ୧୦ଟା ୧୫ମିନିଟ ସମୟରେ ଏକ ବାଇକ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଭାରସ୍ୟାମ ହରାଇ ରାସ୍ତା ପାର୍ଶ୍ବକୁ ଓଲଟିପଡି ଏକ ଗଛ ଦେହରେ ପିଟିହେବା ଫଳରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି ।

Omkar Vasthu
Omkar Vasthu

ବାରିପଦା-ଅମର୍ଦ୍ଦାରୋଡ ରାସ୍ତାର ବାରିପଦା ସଦର ଥାନା ଅଧୀନ ରଙ୍ଗାମାଟିଆ ନିକଟରେ ଏହି ଦୁର୍ଘଟଣା ଘଟିଛି । ସମସ୍ତ ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ପଣ୍ଡିତ ରଘୁନାଥ ମୁର୍ମୁ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ପୁଲିସ ଓ ଦମକଳବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.