ସେଁପୁର ଶିଶୁ ବିଦ୍ୟାମନ୍ଦିରଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ):  ଭବାନୀପାଟଣା ବ୍ଲକ ଅନ୍ତର୍ଗତ ସେଁପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ଟୀକଦେବ ସାହୁଙ୍କ ତତ୍ୱାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ପୂର୍ଣ୍ଣଚନ୍ଦ୍ର ନାଗ, ଜନାର୍ଦ୍ଧନ ବାଗ, ତୋଫାନ ବାଗ, ଖୁସିରାମ ସାହୁ, ଗୀତାଞ୍ଜଳି ବାଗ, ସୌଦାମିନୀ ସାହୁ, ରିତା ସାହୁ, ଯଶୋବନ୍ତ ଚିନ୍ଦା ଆଦି ପ୍ରମୁଖ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ । ଶିଶୁ ବିଦ୍ୟାମନ୍ଦିରର ଗୁରୁଜୀ ଗୁରୁମା ଓ ଛାତ୍ରଛାତ୍ରୀ ମିଳିତ ଭାବେ ୩୦୦ ବୃକ୍ଷରୋପଣ କରିଥିବା ଜଣାପଡିଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.