ମାନବିକତା ଦେଖାଇଲେ ଡବ୍ଲୁଓଡ଼ିସି ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର

ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କୁଶୁର୍ଲା-ଯୋରାଡୋବ୍ରା ମୁଖ୍ୟ ରାସ୍ତାରେ ବାଇକ୍ ଯୋଗେ ଜଣେ ଯୁବକ ଓ ଦୁଇ ଜଣ ମହିଳା ଦୁର୍ଘଟଣାଗ୍ରସ୍ତ ହୋଇ ଗୁରୁତର ଆହତ ହେଇଥିଲେ। ସେହି ସମୟରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସଦସ୍ୟ ଅବିନାଶ ଠାକୁର ଯାଉଥିବା ବେଳେ ଘଟଣା ସ୍ଥଳରେ ଗାଡ଼ି ଅଟକାଇ ସଙ୍ଗେ ସଙ୍ଗେ ଆହତ ମାନଙ୍କୁ ମାନଙ୍କୁ ଉଦ୍ଧାର କରିବା ସହ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାକୁ ପଠାଇ ମାନବିକତାର ନିଦର୍ଶନ ଦେଇଥିଲେ। ଶ୍ରୀ ଠାକୁରଙ୍କର ଏତଦୃଶା ସମାଜ ସେବା କାର୍ଯ୍ୟକୁ ବିଭିନ୍ନ ମହଲରେ ଭୂୟସୀ ପ୍ରଶଂସା କରାଯାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.