ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ ନବୀନ ଜାରି କଲେ ଭିଡ଼ିଓ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଆଜି ମେ ୬ ସୋମବାର ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ -; ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର ଗଠନ ହେବ। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ। ଜୁନ୍‌ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ହେବ ବୋଲି କହିଥିଲେ ମୋଦି।

Omkar Vasthu
Omkar Vasthu

ଏପଟେ ଭବାନୀପାଟଣାର କ୍ରିଷ୍ଣା ନଗରରେ ଆୟୋଜିତ ଏକ ସଭାକୁ ସମ୍ବୋଧନ କରି ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ଘୋଷଣା କରିଥିଲେ ନବୀନ ପଟ୍ଟନାୟକ। ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଏକ ଭିଡିଓ ଜାରି କରି କହିଛନ୍ତି ଯେ, ବହୁତ ଦିନ ହେଲା ଭାଜପା ଦିନରେ ସ୍ବପ୍ନ ଦେଖୁଛି।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.