ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ  ମୋଦୀ

ଓଡ଼ିଆ ବାର୍ତ୍ତା/ ବାରଣାସୀ: ତୃତୀୟ ଥର ପାଇଁ ବାରଣାସୀରୁ ପ୍ରାର୍ଥୀ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ବାରଣାସୀର କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାଚ୍ଚର୍ନା କରିଛନ୍ତି ପ୍ରଧାନମନ୍ତ୍ରୀ। ଆଜି ମଙ୍ଗଳବାର ଦିବା ୧୧ଟା ୪୦ରେ ନାମାଙ୍କନ ଭରିବା ନେଇ ସୂଚନା ରହିଛି। ମୋଦୀଙ୍କ ସହ ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନାମାଙ୍କନ ସମୟରେ ଉପସ୍ଥିତ ରହିବେ। ୧୮ରୁ ଅଧିକ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମେତ ୩୬ ଭିଆଇପି ମଧ୍ୟ ଉପସ୍ଥିତ ରହିବେ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବା ନେଇ ସୂଚନା ରହିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.