ଆମପାଣି ଘାଟିରେ ମର୍ମନ୍ତୁଦ ସଡକ ଦୂର୍ଘଟଣା : ବାଇକ ଆରୋହୀ ମୃତ

କଳାହାଣ୍ଡି,୧/୧୨:

Omkar Vasthu
Omkar Vasthu

କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ ଆମପାଣି ଘାଟିରେ ଆଜି ସକାଳୁ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍ ଆରୋହୀ ଙ୍କ ମୃତ୍ୟୁ ଘଟିଛି । ପୋଲିସ ସୂତ୍ରରୁ ପ୍ରକାଶ ଯେ ମୃତକ ଜଣକ ହେଉଛନ୍ତି କୋରାପୁଟ ହାଟପଦା ର ମୁନା ପ୍ରସାଦ (୨୮) । ଅଜଣା ଗାଡ଼ି ଧକ୍କା ଦେଇ ଘଟଣା ସ୍ଥଳରୁ ଫେରାର ହୋଇଥିବା ବେଳେ ଆମପାଣି ଥାନ ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ପଠାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।

Pearl dental clinic
Near Ashish Medical Store, Bhawanipatna

ଓଡିଆ ବାର୍ତ୍ତା ସ୍ବତନ୍ତ୍ର ପ୍ରତିନିଧି ଜଗଦିଶ ଚନ୍ଦ୍ର ନାଏକଙ୍କ ରିପୋର୍ଟ ।

Udyog Nursery
Udyogi Nursery

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.