ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଲୋକସଭାରେ ବିରୋଧୀ ଦଳର ନେତା ହେବେ। ଏନେଇ ସୂଚନା ଦେଲେ କଂଗ୍ରେସ ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ। ମଙ୍ଗଳବାର କଂଗ୍ରେସ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।