ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ଯୋଡାବନ୍ଧ ଠାରେ ଏକ ଭକ୍ତିମୟ ପରିବେଶ ମଧ୍ୟରେ ରାମାୟଣର ସୁନ୍ଦର କାଣ୍ଡ ପାରାୟଣ ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ସୁଶ୍ରୀ ପୁଷ୍ପାଞ୍ଜଳି ଦାସ ପାରାୟଣ ଗାୟନ କରୁଥିବାବେଳେ ଏଥିରେ ପ୍ରବଳ ଜନସମାଗମ ହୋଇଥିବା ଦେଖିବାକୁ ମିଳିଛି।