ସରସ୍ବତୀ ଶିଶୁବିଦ୍ୟା ମନ୍ଦିର ବାଲାଜୀବିହାରର ନୂତନ ଶ୍ରେଣୀ ଗୃହ ଉଦଘାଟିତ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ସ୍ଥିତ ସରସ୍ବତୀ ଶିଶୁବିଦ୍ୟା ମନ୍ଦିର ବାଲାଜୀବିହାରର ନୂତନ ଶ୍ରେଣୀ ଗୃହର ଶୁଭ ଉଦଘାଟନ କରିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଦକ୍ଷିଣ ସମ୍ଭାଗ ସଭାପତି ରୁପ ସିଂ ରାଉତ, ବିଦ୍ୟାଳୟର ସମ୍ପାଦକ ସୁରେଶ ଚନ୍ଦ୍ର ସାହୁ, ପ୍ରଧାନ ଆଚାର୍ଯ୍ୟ ଦାଶରଥି ପଣ୍ଡା, ଉପସଭାପତି ସଂଗ୍ରାମ ପ୍ରଧାନ ଯୁଗ୍ମ ସମ୍ପାଦକ ଗିରିଜା ଶଙ୍କର ସାହୁ ସଦସ୍ୟା ରୋପାଳିନ ଖଟେଇ ପ୍ରମୁଖ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.