ସଇଁତଳା ବ୍ଲକରେ ବିକାଶ ବାହାନ ଶୁଭାରମ୍ଭ

ଓଡିଆ ବାର୍ତ୍ତା/ ସଇଁତଲା (ଗୋକୁଳା ନନ୍ଦ ବଗର୍ତ୍ତୀ): ସଇଁତଳା ବ୍ଲକରେ ବିକାଶ ବାହନ ଶୁଭାରମ୍ଭ ହୋଇଯାଇଛି l ଶୁଭାରମ୍ଭ ସମୟରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷା ମୋନିକା ସିଂ ଭୋଇ, ବିଡ଼ିଓ ପୁରୁଷୋତ୍ତମ ମିର୍ଦ୍ଧା, ବଲାଙ୍ଗୀର ସାଂସଦଙ୍କ ବ୍ଲକ ପ୍ରତିନିଧି ଗଦାଧର ବଗର୍ତି, ବ୍ଲକ ଉପାଧ୍ୟାକ୍ଷ ଗୁଣସାଗର ମାଝୀ ପ୍ରମୁଖ ଉପସ୍ଥିତ ରହି ଶୁଭାରମ୍ଭ କରିଛନ୍ତି l ଏହି ବାହନ ସଇଁତଲା ବ୍ଲକର ୨୨ ଗୋଟି ପଞ୍ଚାୟତକୁ ବୁଲି ବୁଲି ସରକାରଙ୍କ ବିକାଶ ସମ୍ପର୍କରେ ଜନସଚେତନ କରିବ ବୋଲି ବିଡ଼ିଓ ଶ୍ରୀ ମିର୍ଦ୍ଧା କହିଥିଲେ l ଏହି ସମୟରେ ବ୍ଲକର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ l

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.