ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ରୁପ୍ରାରୋଡ ସ୍ଥିତ ଦ୍ରୋଣାଚାର୍ଯ୍ୟ ସ୍କୁଲରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି। ସ୍କୁଲର ପ୍ରନ୍ସପାଲ କୈଳାଶ ଚନ୍ଦ୍ର ସାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ମାଷ୍ଟର ସଂକେତ ସା ଉପସ୍ଥିତ ବିଦ୍ୟାର୍ଥୀମାନଙ୍କୁ ଯୋଗ ଶିକ୍ଷା ପ୍ରଦାନ କରିଥିଲେ।