ନର୍ଲା ଯାଦବ ଭବନଠାରେ ୭୯ତମ ସ୍ବାଧିନତା ଦିବସ ପାଳିତ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ଯାଦବ ଭବନଠାରେ ଦେଶର ୭୯ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ନର୍ଲା ବ୍ଳକ୍ ଯାଦବ ସମିତି ସଭାପତି ଲିଙ୍ଗରାଜ କରୁଆଁ ଜାତୀୟ ପତାକା ଉତ୍ତୋଳନ କରି ଉଦବୋଧନ ପ୍ରଦାନ କରିଥିଲେ। କଳାହାଣ୍ଡି ଜିଲ୍ଲା ଯାଦବ ମହାସଭା ଅଭ୍ୟର୍ଥନା କମିଟି ସଭାପତି ଗିରିଧାରୀ ଗଉଡ, କଳାହାଣ୍ଡି ଜିଲ୍ଲା ଯାଦବ ମହାସଭାର ସାଧାରଣ ସମ୍ପାଦକ ସଞ୍ଜୟ ଧଙ୍ଗଡାମାଝୀ, ନର୍ଲା ବ୍ଲକ ଯାଦବ ସମିତି ଉପସଭାପତି ସୁନୀଲ କୁମାର ଧଙ୍ଗଡାମାଝୀ ଓ ମାର୍କଣ୍ଡ ଜାଲ, ବ୍ଲକ ଯୁବ ସଭାପତି ପ୍ରଶୁନ୍ କୁମାର ଜାଲ, ଉପଦେଷ୍ଟା ତ୍ରିଲୋଚନ ନାଏକ, ଦିଲ୍ଲିପ ଗହୀର, ଦେବରାଜ ବଗର୍ତ୍ତୀ, ନରସିଂହ ଥପା, ବାବୁଲାଲ ବାଗ, ମୋହନ ବାଗ, ମଧୁସୂଦନ ଗଉଡ ପ୍ରମୁଖ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.