ଦୁଇ ବାଇକ ମୁହାଁମୁହିଁ ଧକ୍କା: ୨ମୃତ, ୨ଗୁରୁତର

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଖାଡିଙ୍ଗିଆ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଅଛନ୍ତି । ମୃତକ ହେଲେ ଖାଡିଙ୍ଗିଆ ଗାଁର ବେଶବେନ କହଁର, କୁକାଙ୍ଗିଆ ଗାଁର ଶଶିକାନ୍ତ ପ୍ରଧାନ । ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଲୋକଙ୍କ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.