ଜୟପାଟଣା ବ୍ଲକ ଡ୍ରାଇଭର ମହାସଂଘ ଉପସଭାପତିଙ୍କ ଅକାଳ ବିୟୋଗ

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଡ୍ରାଇଭର ମହାସଂଘର ଉପସଭାପତି କରଞ୍ଜିଗୁଡା ଗ୍ରାମର ଅଭିମନ୍ୟୁ ସାହୁଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା। ସେ ଜଣେ ପରୋପକାରୀ ତଥା ମେଳାପୀ ସ୍ବଭାବର ବ୍ୟକ୍ତି ଥିଲେ। ତାଙ୍କର ବିୟୋଗରେ ଅଞ୍ଚଳରେ ଶୋକ ଳର ଛାୟା ଖେଳି ଯାଇଅଛି। ତାଙ୍କର ଦୁଇ ପୁଅ ଓ ଦୁଇ ଝିଅ ଅଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.