ଶ୍ରୀ ଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟ ଗଠନ

ଓଡ଼ିଆ ବାର୍ତ୍ତା/ ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟ ଗଠନ କରାଯାଇଛି l ଏଥିରେ ସ୍ଥାନୀୟ ଉପ-ଜିଲାପାଳ, ଥାନା ଅଧିକାରୀଙ୍କ ସମେତ ଟ୍ରଷ୍ଟି ଭାବେ ମଧୁସୁଦନ ଦାସ, ଗଙ୍ଗାଧର ସାହୁ, ଟି.ଶ୍ରୀନିବାସ ରାଓ, ଭଗବାନ ପଣ୍ଡା, ରଞ୍ଜିତ କୁମାର ସାହୁ, ପ୍ରକାଶ ଚନ୍ଦ୍ର ନାୟକ, ଓ ନବ କିଶୋର ପାଣିଗ୍ରାହୀ ନିଜ ନିଜ ଦାୟିତ୍ଵ ଗ୍ରହଣ କରି ସମସ୍ତ ସଦସ୍ୟ ତଥା ଗ୍ରାମବାସୀଙ୍କ ସହଯୋଗରେ ମନ୍ଦିରର ରୀତିନୀତି ଓ ଉନ୍ନତି କରାଯିବ ବୋଲି ନିଜ ନିଜ ବକ୍ତବ୍ୟରେ ପ୍ରକାଶ କରିଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.