ସହକାରୀ ଯନ୍ତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଓଡ଼ିଆ ବାର୍ତ୍ତା/ ରାୟଗଡ଼ା (ପଦ୍ମନ ଭତ୍ରା): ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦଭାବନା ଗୃହ ପରିସର ମଧ୍ୟରେ କଲ୍ୟାଣସିଂହପୁର ବ୍ଲକ କାର୍ଯ୍ୟାଳୟରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ପ୍ରତାପ କୁମାର ମିଶ୍ରଙ୍କ ଅବସର ଘଟିବାରୁ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି | ଏହି ଅବସରରେ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସ୍ବିତାମ୍ବର ପ୍ରଧାନ,କନିଷ୍ଠ ଯନ୍ତ୍ରୀ ଶିବଶଙ୍କର ହେମ୍ରମ, ଅରବିନ୍ଦ ପାଣିଗ୍ରାହୀ, କୋଷାଧକ୍ଷ ମନୋଜ କୁମାର ରଥଙ୍କ ସହ କାର୍ଯ୍ୟାଳୟରେ ଅନେକ କର୍ମଚାରୀ ଓ ସମସ୍ତ ବିଭାଗୀୟ କର୍ମଚାରୀ ମାନଙ୍କ ଉପସ୍ଥିତରେ ଫୁଲତୋଳା ଉପଢ଼ୋକଣ ପ୍ରଦାନ କରି ବିଦାୟ ଦେଇଥିଲେ |

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.