କବି ସ୍ବର୍ଗତ ରାଜେନ୍ଦ୍ର ପାଢ଼ୀଙ୍କ ବିୟୋଗରେ ଶୋକ ସଭା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): ଯୁଗଯାତ୍ରୀ ସାହିତ୍ୟ ସଂସଦ ପକ୍ଷରୁ କବି ସ୍ବର୍ଗତ ରାଜେନ୍ଦ୍ର କୁମାର ପାଢ଼ୀଙ୍କ ବିୟୋଗରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି । ସଂସଦ ର ସଭାପତି ପଦ୍ମ ଲୋଚନ ମିଶ୍ର ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ଶୋକ ସଭା ରେ ସମ୍ପାଦକ ପ୍ରାରମ୍ଭିକ ସୂଚନା ଦେବା ସହିତ ସଭା ପରିଚାଳନା କରିଥିଲେ । ପ୍ରାରମ୍ଭ ରେ ସ୍ବର୍ଗତ ପାଢ଼ୀ ଙ୍କ ଫଟୋ ଚିତ୍ର ରେ ପୂଜାର୍ଚ୍ଚନା ପରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ସହ ସଂପାଦକ ପରମାନନ୍ଦ ବିଶି, ବରିଷ୍ଠ ସଦସ୍ୟ ପବନ ମହାଲିକ, ସୁଶାନ୍ତ ମିଶ୍ର, ରଜନୀକାନ୍ତ ମହାଖୁଡ, ସତ୍ୟ ନାରାୟଣ ସାହୁ, ସାମ୍ବାଦିକ ଉଦ୍ଧବ ପଣ୍ଡା, ସଦସ୍ୟ ଜଳେଶ୍ଵର ହେର୍ଣା ଉପସ୍ଥିତ ରହି ନିଜ ନିଜ ର ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.