ଜୁନାଗଡ : ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଜୁନାଗଡ,୩/୧୦ : ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଓ ଶାନ୍ତି ଦୂତ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ୧୧୬ ତମ ଜନ୍ମ ଜୟନ୍ତୀ ଅବସରରେ ଜୁନାଗଡ଼ ଠାରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିବେକାନନ୍ଦ ୟୁଥ କ୍ଳବ ଓ ଗୋଷ୍ଠୀ ସ୍ୱାସ୍ଥ କେନ୍ଦ୍ରର ମିଳିତ ସହଯୋଗରେ ଜୁନାଗଡ଼ ଡ଼ାକ୍ତରଖାନାର ଡ୍ରେନ ସଫା କରିବା ସହିତ ଜୁନାଗଡ଼ ବ୍ଲକ ପରିସରକୁ ସଫା କରାଯାଇଥିଲା । ଏଭଳି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।

ଜୁନାଗଡ଼ରୁ ରାକେଶ ବେମାଲଙ୍କ ରିପୋର୍ଟ odiabarta.in

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.