ଜୁନାଗଡ,୧୦/୧ : କିଛି ସମୟ ପୂର୍ବରୁ ଜୁନାଗଡ ହାତୀ ନଦୀ ପୋଲ ଉପରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଟ୍ରକ ଓ ବାଇକ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ହିଁ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି । ତେବେ ମୃତକଙ୍କ ପରିଚୟ ସ୍ପଷ୍ଟ ହୋଇନାହିଁ ।
କଳାହାଣ୍ଡି ଜିଲ୍ଲା ଜୁନାଗଡ଼ରୁ ରାକେଶ ବେମାଲଙ୍କ ରିପୋର୍ଟ odiabarta.in






