ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ

କଳାହାଣ୍ଡି,୨୨/୧୨:

Omkar Vasthu
Omkar Vasthu

କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଋଷିଡା ସ୍ଥିତ ଜଗନ୍ନାଥ ଡିଗ୍ରୀ କଲେଜ ଠାରେ ଆସନ୍ତା ୨୪ ତାରିଖରେ ସମ୍ବାଦ ଓ ଅାମ ଓଡ଼ିଶା ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହେବ। ଏଥିପାଇଁ ଏକ ପ୍ରସ୍ତୁତି ବୈଠକ କଲେଜ ଅଧ୍ୟକ୍ଷ  ଗଦାଧର ପଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟାପକ ହିରୋଜ କୁମାର ଚାନ୍ଦ, ପ୍ରେସ କ୍ଳବ ସଭାପତି ନରୋତ୍ତମ ସେଲମା, ପିଇଟି ଲଳିତ ସାହୁ ଯୋଗଦେଇ ରକ୍ତଦାନ ଦ୍ୱାରା ହେଉଥିବା ଉପକାରୀତା ସମ୍ପର୍କରେ ଆଲୋଚନା କରିଥିଲେ।ସମ୍ବାଦ ପ୍ରତିନିଧି ଭଜଶ୍ୟାମ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Pearl dental clinic
Near Ashish Medical Store, Bhawanipatna

Report by Narottam Selma, Special Correspondent odiabarta.in

Udyog Nursery
Udyogi Nursery

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published. Required fields are marked *

error: You are not allowed to copy this content. Thank you.