ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍କୁଟି ଚାଳକ ମୃତ

ବଲାଙ୍ଗିର,୧୨/୬: ସ୍କୁଟିକୁ ଧକ୍କା ଦେଲା ମାଲ ବୋଝେଇ ହାଇୱା । ଫଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି । ବଲାଙ୍ଗୀର ସୁତପଡ଼ା ରେଲୱେ ଓଭରବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତ ସ୍କୁଟି ଚାଳକଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳିପାରିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ସୂଚନା ମୁତାବକ, ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି । ସୁତପଡ଼ା ରେଲୱେ ଓଭର ବ୍ରିଜ ଦେଇ ସ୍କୁଟିରେ ଜଣେ ବ୍ୟକ୍ତି ଯାଉଥିବା ବେଳେ ପଛପଟୁ ହାଇୱା ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାଗ୍ରସ୍ତ ସ୍କୁଟିର ନମ୍ବର OD 31C-2823 । ଯାହା ସୋନପୁରର ଅନୀଲ ଠାକୁରଙ୍କ ନାମରେ ରହିଥିବା ଜଣା ପଡ଼ିଛି । ତେବେ ମୃତ ସ୍କୁଟି ଚାଳକ ସେ ନିଜେ ନା ଆଉ କିଏ, ସ୍ପଷ୍ଟ ହୋଇ ପରିନାହିଁ ।

Udyog Nursery
Udyogi Nursery
ବଲାଙ୍ଗିର ଜିଲ୍ଲା ପ୍ରତିନିଧି ଗୋକୁଲା ନନ୍ଦ ବଗର୍ତ୍ତିଙ୍କ ରିପୋର୍ଟ OdiaBarta.in

Click here to get 24×7 News & Views alerts👇🏻

http://bit.ly/OBgroup4

Like us on Facebook👇🏻

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.