ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ବିଭିନ୍ନ ସହାୟକ ଉପକରଣ ବଣ୍ଟନ

ନୂଆପଡା/ଖଡିଆଳ: ଆଜି ଖଡିଆଳ ବ୍ଲକ ଠାରେ ନୂଆପଡା ଜିଲ୍ଲା ପ୍ରଶାସନ ଓ ଏଏଲଏମସିଓ (ALMCO) ପକ୍ଷରୁ ଦିବ୍ୟାଙ୍ଗ ମାନଙ୍କୁ ଆବଶ୍ୟକିୟ ଉପକରଣ ପ୍ରଦାନ କରାଯାଇଛି। ଏହି ଅବସରରେ ଆୟୋଜିତ ଶିବିରରେ ମୁଖ୍ୟ ଅତିଥି ଭାବେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ଯୋଗଦେଇ ଦିବ୍ୟାଙ୍ଗ ହିତାଧିକାରୀ ମାନଙ୍କୁ ବିଭିନ୍ନ ସହାୟକ ଉପକରଣ ବଣ୍ଟନ କରିଥିଲେ। ଏଥିରେ ଜିଲ୍ଲା ଓ ବ୍ଲକ ପ୍ରଶାସନର ଅନେକ ପଦାଧିକାରୀ ଏବଂ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

ନୂଆପଡା ଜିଲ୍ଲା ପ୍ରତିନିଧି ମହେନ୍ଦ୍ର ବାଗ (ରାହୁଲ)ଙ୍କ ରିପୋର୍ଟ OdiaBarta.in

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

Clickhere to get 24×7 News & Views alerts👇🏻

http://bit.ly/OBgroup4

Like us on Facebook👇🏻

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.