ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୫ ଆହତ

କେସିଙ୍ଗା: କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥ ୨୬ ଉପରେ ଭାରସାମ୍ୟ ହରାଇ ବୋଲେରୋ (ଓଡି-୧୦ଏଚ-୭୯୧୬)ଟି ଓଲଟି ପଡିଥିଲା। ଏଥିରେ ଜଣଙ୍କର ମୃତ୍ୟୁ ହୋଇ ଯାଇଥିବା ବେଳେ ୫ଜଣ ଆହତ ହୋଇଥିବା ଜଣାପଡିଛି। ଖବରପାଇ କେସିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଡ଼ାକ୍ତରଖାନାକୁ ପଠାଇ ଦେଇଛି।

କେସିଙ୍ଗାରୁ ବର୍ଦ୍ଧମାନ ଜୈନଙ୍କ ରିପୋର୍ଟ OdiaBarta.in

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.