ବୁଧବାର ରାଜ୍ୟ ରାଜପଥ-୬ ର କିଡ଼ିଙ୍ଗ ଛକରେ ରାସ୍ତାରୋକ କରିବେ ଲାଞ୍ଜିଗଡ଼ରୋଡ଼ ପଞ୍ଚାୟତବାସୀ

ଲାଞ୍ଜିଗଡ଼: ଭବାନୀପାଟଣା-ରାୟଗଡା ୬ ନମ୍ବର ରାଜ୍ୟ ରାଜପଥ ର କିଡିଙ୍ଗ ଛକରେ ଲାଞ୍ଜିଗଡ଼ରୋଡ଼ ଗ୍ରାମ ପଞ୍ଚାୟତବାସୀ ବୁଧବାର (୮ ଡିସେମ୍ବର) ରାସ୍ତାରୋକ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଲାଞ୍ଜିଗଡ଼ରୋଡ଼ ଗ୍ରାମ ପଞ୍ଚାୟତର ବିଭିନ୍ନ ସମସ୍ୟାକୁ ନେଇ ସକାଳ ୬ ଠାରୁ ସଂଧ୍ୟା ୬ ପର୍ଯ୍ୟନ୍ତ ଏହି ରାଜରାସ୍ତା ଅବରୋଧ କରାଯିବବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।

ଲାଞ୍ଜିଗଡ଼ରୁ ଦୁଃଖିଶ୍ୟାମ ନାଗ (ନିଲେଶ)ଙ୍କ ରିପୋର୍ଟ OdiaBarta.in

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.