ମହିଳାଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ ଛାତ୍ର ନେତା ରବିନାରାୟଣ କର

ଓଡ଼ିଆ ବାର୍ତ୍ତା/ ତିର୍ତ୍ତୋଲ : ଜଗତସିଂହପୁର ଜିଲ୍ଲା ତିର୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ପ୍ରମିଳା ବେହେରା ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ପୀଡ଼ିତ ହୋଇ ଅଚାନକ ରକ୍ତର ମାତ୍ର କମିଯାଇଥିଲ। ତେଣୁ ତାଙ୍କୁ ତୁରନ୍ତ ରକ୍ତର ଆବଶ୍ୟକତା ପଡ଼ିଥିଲା। ଖବର ପାଇ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରୀ ସଭାପତି ରବିନାରାୟଣ କର ପହଞ୍ଚି ରକ୍ତଦାନ କରିଥିଲେ। ଏହାକୁ ନେଇ ଅଞ୍ଚଳବାସୀ ଛାତ୍ରନେତା ଶ୍ରୀ କରଙ୍କୁ ପ୍ରଶଂସା କରିଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.